Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
April 22, 2025
in State
ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ
15
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା ରାସ୍ତାରେ କୁଷେଇ ନଦୀରକୂଳ ସ୍ଥାନରେ ଥିବା ଝଙ୍କାଳିଆ ବଣରେ ବାଘ ଆତଙ୍କ ସୃଷ୍ଟି ହୋଇଛି। ଗାଁର କିଛି ଲୋକେ ଛେଳି ଚରାଇବା ସହିତ କାଠ ଆଣିବାକୁ ଯାଉଥିବା ବେଳେ ମଙ୍ଗଳବାର ଆଖି ସାମ୍ନାରେ ବାଘ ଦେଖିଥିବା କହିଛନ୍ତି। ଖବରପାଇ ଆନନ୍ଦପୁର ବନବିଭାଗର ଗୋଟିଏ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ଶେଷ ନ ହେବା ଯାଏ ସତ୍ୟାସତ୍ୟ କହିହେବ ନାହିଁ ବୋଲି ବନ ବିଭାଗ ଅଧିକାରୀ ପ୍ରକାଶ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!