Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ପଦକ ଜିତିଛନ୍ତି ଭାରତର ବିନୋଦ କୁମାର

by ସଞ୍ଜୟ ସ୍ୱାଇଁ
August 29, 2021
in NATIONAL NEWS, Sports
ତୃତୀୟ ପଦକ ଜିତିଛନ୍ତି ଭାରତର ବିନୋଦ କୁମାର
40
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଟୋକିଓ ପାରା ଅଲିମ୍ପିକ୍ ରେ ପୁଣିଥରେ ଭାରତକୁ ପଦକ ମିଳିଛି । ଆଜି ତୃତୀୟ ପଦକ ଜିତିଛନ୍ତି ବିନୋଦ କୁମାର । ଡିସକସ୍ ଥ୍ରୋରେ ବିନୋଦ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ପୂର୍ବରୁ ଦୁଇଟି ରୌପ୍ୟ ପରେ ଏହାକୁ ହେଉଛି ତୃତୀୟ ପଦକ । ପୂର୍ବରୁ ଭାବିନା ପଟେଲ ଓ ନିଷାଦ କୁମାର ରୌପ୍ୟ ପଦକ ହାସଲ କରିଛନ୍ତି । ତେବେ ଭାରତ ପାଇର୍ ଆଜି ହେଉଛି ବହୁତ ବଡ ଗୌରବର ଦିନ । ଗୋଟିଏ ଦିନରେ ତିନୋଟି ପଦକ ହାସଲ କରିଛି ଭାରତ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!