Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟାଟ୍ସ ବିଜୟୀ ଏନଏସି ହାଇସ୍କୁଲ ଛାତ୍ରଙ୍କ ଇସ୍ରୋ ପରିଭ୍ରମଣ

by ସଞ୍ଜୟ ସ୍ୱାଇଁ
May 23, 2025
in Nayagarh, State
ୟାଟ୍ସ ବିଜୟୀ ଏନଏସି ହାଇସ୍କୁଲ ଛାତ୍ରଙ୍କ ଇସ୍ରୋ ପରିଭ୍ରମଣ
218
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଚୟନ ବା ୟାଟ୍ସରେ ବିଜୟୀ ହୋଇଥିବା ଏନଏସି ହାଇସ୍କୁଲର ଛାତ୍ର ପ୍ରିୟ ରଞ୍ଜନ ମିଶ୍ର ଏବଂ ସରସ୍ୱତୀ ଶିଶୁ ମନ୍ଦିରର ଛାତ୍ର ଚର୍ଚ୍ଚିତ ଆହ୍ୱାନ ରାଜ୍ୟ ସରକାର ଏବଂ ଟାଟା ଷ୍ଟିଲ ପକ୍ଷରୁ ଆଜିଠାରୁ ୫ଦିନିଆ ଇସ୍ରୋ ପରଦର୍ଶନରେ ବେଙ୍ଗାଲୁର ଗସ୍ତ କରିଛନ୍ତି । ତାଙ୍କ ସହିତ ଏନଏସି ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀ ଗାଇଡ ଶିକ୍ଷୟିତ୍ରୀ ଭାବେ ଯୋଗଦାନ କରିଛନ୍ତି । ସୂଚନା ଯୋଗ୍ୟ ଗତ ଫେବୃଆରୀ ମାସରେ ରାଜ୍ୟ ସରକାର ଏବଂ ଟାଟା ଷ୍ଟିଲ ପକ୍ଷରୁ ସମଗ୍ର ରାଜ୍ୟରେ ଅନୁଷ୍ଠିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଚୟନରେ ସମୁଦାୟ ୩୦ଜଣ ଛାତ୍ରଛାତ୍ରୀ ବିଜୟ ହାସଲ କରି ଇସ୍ରୋ ପରିଦର୍ଶନ ପାଇଁ ମନୋନୀତ ହୋଇଥିଲେ । ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାରୁ ଦୁଇ ଜଣ ଛାତ୍ର ମନୋନୀତ ହୋଇ ଚଳିତ ମାସ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଇସ୍ରୋର ବିଭିନ୍ନ ବିଭାଗ ପରିଦର୍ଶନ କରିବେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!