Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ଅଚାନକ ‘ଅରଣ୍ୟ’ ପରିଦର୍ଶନ

by Anil Panda
August 18, 2020
in Feature News, Nayagarh
ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ଅଚାନକ ‘ଅରଣ୍ୟ’ ପରିଦର୍ଶନ
332
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ଭୁବନେଶ୍ୱର, ୧୮ ଅଗଷ୍ଟ, ୨୦୨୦ ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସ୍ଥିତ ରାମକୃଷ୍ଣ ମିଶନ ରୋଡ୍‌ସ୍ଥିତ ଫରେଷ୍ଟ ରେଷ୍ଟ ହାଉସ୍‌ ‘‘ଅରଣ୍ୟ’ କୁ ଅଚାନକ ପରିଦର୍ଶନରେ ଯାଇଥିଲେ । ସେଠାରେ ଇଡ୍‌କୋ ଦ୍ୱାରା ନିର୍ମାାଧୀନ ଥିବା ରେଷ୍ଟ ହାଉସ୍‌ର ସମସ୍ତ କାର୍ଯ୍ୟକୁ ଆସନ୍ତା ମାସ ଶେଷ (ସେପେଫମ୍ବର ୩୦) ସୁଦ୍ଧା ସମାପ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବାହନ ଚାଳକମାନଙ୍କ ପାଇଁ ନୂତନ ରେଷ୍ଟ୍ରସେଡ୍‌ ଓ ପର୍ଯ୍ୟାପ୍ତ ପରିମାର ଶୌଚାଳୟ ନିର୍ମାଣ କାର୍ଯ୍ୟକୁ ସାରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ସେ ତାଗିଦ୍‌ କରିଥିଲେ । ରେଷ୍ଟ ହାଉସ୍‌ ‘ଅର୍ୟ’ରେ ଗୁାତ୍ମକମାନର ଆସବାପତ୍ରର ବ୍ୟବସ୍ଥା କରିବା ଉପରେ ମନ୍ତ୍ରୀ ଶ୍ରୀ ଆରୁଖ ନିର୍ଦ୍ଦେଶ ଦେଇଥିଲେ । ତାଙ୍କ ସହ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଶ୍ରୀ ସନ୍ଦୀପ ତି୍ରପାଠୀ, ମୁଖ୍ୟ ବନ ସଂରକ୍ଷକ (କାମ୍ପା) ଶ୍ରୀମତୀ ଉମା ନନ୍ଦୁରୀ ଓ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଶ୍ରୀ ମନୋଜ କୁମାର ମହାପାତ୍ର ଏହି ପରିଦର୍ଶନରେ ଯାଇଥିଲେ । ମାନସ ଖୁଣ୍ଟିଆ ସୂଚନା ଅଧିକାରୀ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!