Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚନ୍ଦ୍ରଭାଗାରେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 1, 2025
in State
ଚନ୍ଦ୍ରଭାଗାରେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର
3
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): କୋଣାର୍କ ଚନ୍ଦ୍ରଭାଗାରେ ଜଣେ ପର୍ଯ୍ୟଟକ ବୁଡି ଯାଉଥିବାବେଳେ ଉଦ୍ଧାର ହୋଇଛନ୍ତି । ଯୁବକ ଜଣକ ହେଉଛନ୍ତି ବିହାର ଜହାନବାଦର ଅମନ କୁମାର (୨୫) । ତାଙ୍କୁ କୋଣାର୍କ ଚମ୍ପାହାର ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ । ସୂଚନା ମୁତାବକ, ଗୁରୁବାର ବିହାର ଜହାନବାଦର ଅମନ କୁମାର କୋଣାର୍କ ଓ ଚନ୍ଦ୍ରଭାଗା ପରିଦର୍ଶନରେ ଆସି ଚନ୍ଦ୍ରଭାଗା ସମୁଦ୍ରରେ ଗାଧୋଉଥିଲେ। ଏହି ସମୟରେ ସମୁଦ୍ର ଜୁଆରରେ ବୁଡି ଯାଇଥିଲେ । ଲାଇଫ୍ ଗାର୍ଡ ଦେଖି ତୁରନ୍ତ ତାଙ୍କୁ ଉଧାର କରି କୂଳକୁ ଆଣିଥିଲେ । ଘଟଣା ସମ୍ପର୍କରେ ଖବର ପାଇ କୋଣାର୍କ ଚମ୍ପାହାର ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ଗୁରୁତର ଅବସ୍ଥାରେ ଅମନଙ୍କୁ ପ୍ରଥମେ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ଵର ନିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!