Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଷୁବ ମିଳନ:ରାଜ୍ୟ ସ୍ତରୀୟ କବିତା ଆସର

by ସଞ୍ଜୟ ସ୍ୱାଇଁ
April 14, 2021
in Literature, Nayagarh
ବିଷୁବ ମିଳନ:ରାଜ୍ୟ ସ୍ତରୀୟ କବିତା ଆସର
123
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଶିଷ୍ଟ ରାଜନେତା, ସୁସାହିତ୍ୟିକ, ଶିକ୍ଷାବିତ୍, ନାଟ୍ୟକାର, ସମାଜସେବୀ ତଥା ନୟାଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ଇଟାମାଟି ବଂଶୀଧର ମହାବିଦ୍ୟାଳୟ ପରିସରରେ ବିଷୁବ ମିଳନ ଓ ରାଜ୍ୟ ସ୍ତରୀୟ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ତତସହିତ ଆମ୍ବେଦକରଙ୍କ ଜନନ୍ତୀ ମଧ୍ୟ ପାଳନ କରାଯାଇଛି । ଓଡ଼ିଆ ନବବର୍ଷ ଉପଲକ୍ଷେ ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ୍ ଫର ପିସ୍ ଆଣ୍ଡ ଡେଭଲପମେଣ୍ଟ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ, ବଂଶୀଧର ସ୍ମୃତି କମିଟିର ସଭାପତି ଡ. ରଙ୍ଗନାଥ ବେହେରା ଓ ନିର୍ମଳ ଚନ୍ଦ୍ର ଶୂରଦେଓ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଆୟୋଜିତ ସଭାରେ ଅଭିଭାଷଣ ରଖିଥିଲେ । ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ୍ ଆଣ୍ଡ ଡେଭଲପମେଣ୍ଟର ସଭାପତି ଆଇନୀଜିବୀ ମନୋଜ କୁମାର ସାହୁ ଓ ସଂପାଦକ ଉମେଶ ଚନ୍ଦ୍ର ପଟ୍ଟନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉକ୍ତ ସଭାରେ ବିଦୁଲତା ସାହୁ ସଭାପତିତ୍ୱ କରିଥିଲେ । ସେତୁବନ୍ଧର ସଂପାଦିକା ଉଷାମଣୀ ମିଶ୍ର, ଜିଲ୍ଲା ଲେଖକ ପରିଷଦର ସଂପାଦକ ଶେଖ୍ ଅବଦୁଲ୍ ଖାଲିକ୍, ଗାଳ୍ପିକ ତଥା କବି ଗୋଲକ ବିହାରୀ ନାୟକଙ୍କୁ ବଂଶୀଧର ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଥିଲା । କବିତା ପାଠୋତ୍ସବକୁ ନିଳିମା ନନ୍ଦ ଓ କ୍ଷଣପ୍ରଭା କର ସଂଯୋଜନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!