Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

by ସଞ୍ଜୟ ସ୍ୱାଇଁ
August 14, 2021
in Feature News
ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
137
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ। ଦିନର ‌ଯେକୌଣସି ସମୟରେ www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷା ଫଳ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ‌ଫଳ ଉପଲବ୍ଧ ହେବ। ଉକ୍ତ ଦୁଇଟି ବିଭାଗର ମୋଟ ୨ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ କଳା ବିଭାଗର ୨ଲକ୍ଷ ୨୧ ହଜାର ଓ ଧନ୍ଦାମୂଳକରେ ୨୭‌ହଜାର ଛାତ୍ରଛାତ୍ରୀ ରହିଛନ୍ତି। ଉଭୟ ବିଭାଗରେ ରେଗୁଲାରରେ ପାସ୍‌ହାର ୯୦%ରୁ ଅଧିକ ହୋଇଥିବା ଜଣାପଡ଼ିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!