Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହାୟତାର ହାତ ବଢ଼ାଇଲେ ସ୍ୱେଚ୍ଛାସେବୀମାନେ…

by Anil Panda
April 19, 2020
in Lifestyle
ସହାୟତାର ହାତ ବଢ଼ାଇଲେ ସ୍ୱେଚ୍ଛାସେବୀମାନେ…
24
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ସ୍ଥାନୀୟ ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଇଟାମାଟି ଗ୍ରାମ ପଞ୍ଚାୟତର ଆଞ୍ଚଳିକ ମହିଳା ଉନ୍ନୟନ କମିଟି, ଇଟାମାଟିର ସଂଗଠିକା ଅମୀତା ପ୍ରଧାନଙ୍କ ନେତୃତ୍ୱରେ କରୋନା ଭାଇରସ୍ ଲାଗି ଦେଖାଦେଇଥିବା ପରିସ୍ଥିତିର ମୁକାବିଲା କରିବା ପାଇଁ ଭାରତ ଏବଂ ଓଡ଼ିଶା ସରକାରଙ୍କ ତରଫରୁ ଜାରି ହୋଇଥିବା ଲକ୍‌ଡାଉନ୍ ଲାଗି କାମଧନ୍ଦା ନପାଇ ଗରିବ ଖଟିଖିଆ ଶ୍ରେଣୀର ଲୋକମାନେ କଷ୍ଟରେ ଦିନ କାଟୁଥିବାବେଳେ ଦେବଦୂତ ସାଜି ଗାଁର ସ୍ୱୟଂସହାୟକ ଗୋଷ୍ଠୀର କର୍ମୀ ଭଉଣି ତଥା ସଂଗଠନର ସଦସ୍ୟାମାନଙ୍କୁ ନେଇ ଖାଦ୍ୟପୁଡିଆ ବଣ୍ଟନ କରି ଏହି ଲୋକମାନଙ୍କ ମୁହଁରେ ହସ ଫୁଟାଇଥିବାରୁ ପଞ୍ଚାୟତର ବୁଦ୍ଧିଜୀବୀମାନେ ଉଚ୍ଚ ପ୍ରଶଂସା କରିଛନ୍ତି । ତାଙ୍କର ଏପରି କାର୍ଯ୍ୟକୁ ସ୍ଥାନୀୟ ଜନସାଧାରଣ ସାଧୁବାଦ ଜଣାଇଛନ୍ତି । ଠିକ୍ ସେହିପରି ଚଣ୍ଡିବସ୍ତ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଆଜାଦ୍‌ହିନ୍ଦ ଯୁବ ସଂସଦ ମାଙ୍କପଲ୍ଲୀର ସମ୍ପାଦକ ପ୍ରଫୁଲ୍ଲ କୁମାର ବେହେରା ଏହି କରୋନା ଭାଇରସ୍‌ରୁ ରକ୍ଷା ପାଇବା ପାଇଁ ବାଟୋଇମାନଙ୍କୁ ନିଜର ଉଦ୍ୟମରେ ମାସ୍କ ବଣ୍ଟନ କରି ସଚେତନତା ସୃଷ୍ଟି କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!