Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଘୁଞ୍ଚିଲା ପିପିଲି ଉପନିର୍ବାଚନ: ମେ’ ୧୬ରେ ଭୋଟ ଗ୍ରହଣ, ୧୯ ତାରିଖରେ ଗଣତି

by ସଞ୍ଜୟ ସ୍ୱାଇଁ
April 22, 2021
in Feature News
ପିପିଲି ଉପନିର୍ବାଚନ ତାରିଖ ଘୋଷଣା
87
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପୁଣି ଘୁଞ୍ଚିଲା ପିପିଲି ଉପନିର୍ବାଚନ। ଆସନ୍ତା ମେ’ ୧୬ ତାରିଖରେ ହେବ ପିପିଲି ଉପ-ନିର୍ବାଚନ। ୧୯ ତାରିଖରେ ହେବ ଭୋଟ ଗଣତି । ପୂର୍ବରୁ ମେ’ ୧୩ରେ ନିର୍ବାଚନ ହେବା ନେଇ ତାରିଖ ସ୍ଥିର ହୋଇଥିଲା। କିନ୍ତୁ ଏବେ ପୁଣିଥରେ ନିର୍ବାଚନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ୧୬ ମେ’ରେ ଉପ-ନିର୍ବାଚନ ହେବାକୁ ଥିବା ବେଳେ ମତଦାନର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ହେବ। ଅର୍ଥାତ ମେ’ ୧୩ ତାରିଖ ସନ୍ଧ୍ୟା ସୁଦ୍ଧା ପ୍ରଚାର ବନ୍ଦ ରହିବ। ୧୩ ତାରିଖରେ ଇଦ୍-ଉଲ-ଫିତର ପଡୁଥିବାରୁ ନିର୍ବାଚନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। କୋଭିଡ କଟକଣା ସହ ନିର୍ବାଚନ ହେବାକୁ ଥିବା ବେଳେ କୋଭିଡ ଗାଇଡଲାଇନ ମାନିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ। ଭୋଟ୍ ଗ୍ରହଣ କେନ୍ଦ୍ରରେ ମତଦାତାଙ୍କୁ ଗୋଟିଏ ଲେଖାଏଁ ଗ୍ଲୋଭସ୍ ଦିଆଯିବ ବୋଲି ସେ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!