Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ, ଭୁବନେଶ୍ୱର ଭିଏସଏସ ନଗର ମାର୍କେଟ୍ ସିଲ୍

by ସଞ୍ଜୟ ସ୍ୱାଇଁ
July 2, 2021
in Business, State
କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ, ଭୁବନେଶ୍ୱର ଭିଏସଏସ ନଗର ମାର୍କେଟ୍ ସିଲ୍
64
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ରହିଲା ଭୁବନେଶ୍ୱର ଭିଏସଏସ ନଗର ମାର୍କେଟ । କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ ବା ବିଏମ୍‌ସି । ମାର୍କେଟରେ ସାମାଜିକ ଦୂରତା ରକ୍ଷା କରିବାରେ ବ୍ୟବସାୟୀ ଓ ଗ୍ରାହକ ବିଫଳ ହୋଇଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ତେବେ ପରବର୍ତ୍ତୀ ଆଦେଶ ପର୍ୟ୍ୟନ୍ତ ଭିଏସ୍ଏସ୍ ନଗର ମାର୍କେଟ ବନ୍ଦ ରହିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି । ସରକାର କଟକଣାକୁ କୋହଳ କରି ଦିନ ୨ଟା ପର୍ୟ୍ୟନ୍ତ ଦୋକାନ ବଜାର ଖୋଲିବାକୁ ଅନୁମତି ଦେଇଥିଲେ । ଦୋକାନ ତ ଖୋଲିଲା ହେଲେ ସରକାର ଜାରି କରିଥିବା କୋଭିଡ କଟକଣାକୁ ମାନିନଥିଲେ ଉଭୟ ଗ୍ରାହକ ଓ ଦୋକାନୀ । ଦୋକାନରେ ସାମାଜିକ ଦୂରତା ରକ୍ଷା କରିବାକୁ କଡ଼ାକଡ଼ି ଭାବେ ନିର୍ଦ୍ଦେଶ ଦେଇଥିଲେ ସରକାର । ହେଲେ ଏହି ନିର୍ଦ୍ଦେଶକୁ ନମାନି ନିୟମର ଖୋଲାଖୋଲି ଉଲ୍ଲଂଘନ କରିଥିଲେ ଉଭୟ ଗ୍ରାହକ ଓ ଦୋକାନୀ । ଯେଉଁଥିପାଇଁ ଆଜି ବିଏମ୍‌ସି ସ୍କ୍ବାଡ ଚଢ଼ଉ କରି ମାର୍କେଟକୁ ସିଲ୍‌ କରିଛି । ସଂକ୍ରମଣକୁ ଏଡାଇବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!