Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁଦ୍ଧ ସ୍ଥିତିକୁ ଦେଖି ରାଜ୍ୟ ସରକାରଙ୍କ ପ୍ରସ୍ତୁତି

by ସଞ୍ଜୟ ସ୍ୱାଇଁ
May 9, 2025
in State
ଯୁଦ୍ଧ ସ୍ଥିତିକୁ ଦେଖି ରାଜ୍ୟ ସରକାରଙ୍କ ପ୍ରସ୍ତୁତି
67
VIEWS
Share on FacebookShare on Twitter

ଭୁବନେଶ୍ବର , (ବାଘୁଆବାର୍ତ୍ତା): ଯୁଦ୍ଧ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ବଢାଇଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମୁଖ୍ୟ ଶାସନ ସଚିବ, ଡିଜିଙ୍କ ସହ ଆଲୋଚନା କରିଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଯେଉଁଠି ଯେଉଁଠି କେନ୍ଦ୍ର ସରକାରଙ୍କ ସଂସ୍ଥାପନ ଅଛି ଚାନ୍ଦିପୁର, ହୀରାକୁଦ, ସଇଁତଳା ଗୋଳାବାରୁଦ କାରଖାନା ଭଳି ସ୍ଥାନରେ ସୁରକ୍ଷା ବଢ଼ାଯାଇଛି । ରାଜ୍ୟରେ ଥିବା ପର୍ଯ୍ୟଟନସ୍ଥଳୀ ଗୁଡିକରେ ଯାଞ୍ଚ ଏବଂ ସୁରକ୍ଷା କଡ଼ାକଡ଼ି କରାଯାଇଛି । ଏଇଟା ଟ୍ରେଲର, ଫିଲ୍ମ ବାକି ଅଛି । ଆତଙ୍କବାଦ ବିରୋଧରେ ଏଇଟା ଶେଷ ଲଢେଇ ବୋଲି ସୁରେଶ ପୂଜାରୀ କହିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!