Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରୁ ୮୪ ୱାରେଣ୍ଟି ଗିରଫ

by ସଞ୍ଜୟ ସ୍ୱାଇଁ
March 11, 2021
in Nayagarh
ବଦଳିଲେ ଜିଲ୍ଲାର ୯ ଥାନା ଅଧିକାରୀ
1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଚଳିତ ମାସ ୭ ତାରିଖଠାରୁ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ଡ୍ରାଇଭ୍ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ନୟାଗଡ଼ ଜିଲ୍ଲା ୱାରେଣ୍ଟି ଗିରଫରେ ରାଜ୍ୟରେ ଆଗୁଆ ଥିବା ସୂଚନା ମିଳିଛି । ନୟାଗଡ଼ ଏସ୍ପି ସିଦ୍ଧାର୍ଥ କାଟରିଆଙ୍କ ସୂଚନାନୁସାରେ, ନୟାଗଡ଼ ଜିଲ୍ଲାରୁ ୧୩୮ ଜଣ ୱାରେଣ୍ଟି ଗିରଫ କରିବା ନେଇ ନିର୍ଦ୍ଦେଶ ରହିଥିଲା । ୩ ଦିନରେ ଜିଲ୍ଲାର ବିଭିନ୍ନ ଥାନାରୁ ୮୪ ଜଣ ୱାରେଣ୍ଟିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!