Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ଟି ପଦକ ଜିତି ଇତିହାସ ରଚିଲେ ପ୍ରୀତି

by ସଞ୍ଜୟ ସ୍ୱାଇଁ
September 2, 2024
in NATIONAL NEWS, Sports
୨ଟି ପଦକ ଜିତି ଇତିହାସ ରଚିଲେ ପ୍ରୀତି
50
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ପ୍ୟାରିସ୍ ପାରା ଅଲିମ୍ପିକ୍ସରେ ଦମ୍ ଦେଖାଉଛନ୍ତି ଭାରତୀୟ ଆଥଲେଟ୍। ଚଳିତ ଅଲିମ୍ପିକ୍ସରେ ଇତିହାସ ରଚିଲେ ପାରା ସ୍ପିଣ୍ଟର ପ୍ରୀତି ପାଲ। ଦୁଇଟି ପଦକ ଜିତିଛନ୍ତି। ଗତକାଲି ୨୦୦ ମିଟର T35 ରେସରେ ବ୍ରୋଞ୍ଜ ଆଣିଛନ୍ତି ପ୍ରୀତି ପାଲ। ୩୦.୦୧ ସେକେଣ୍ଡରେ ଏହି ଦୂରତା ଅତିକ୍ରମ କରିଥିଲେ। ପୂର୍ବରୁ ଶହେ ମିଟରରେ ବ୍ରୋଞ୍ଜ ଜିତିଥିଲେ। ଅଲିମ୍ପିକ୍ସର ଟ୍ରାକ୍ ଏଣ୍ଡ ଫିଲ୍ଡ ଇଭେଣ୍ଟରେ ଦୁଇଟି ମେଡାଲ୍ ଜିତିବାରେ ପ୍ରଥମ ଭାରତୀୟ ଆଥଲେଟ ଭାବରେ ଇତିହାସ ରଚିଛନ୍ତି ପ୍ରୀତି। ସେ କହିଛନ୍ତି, ପ୍ରଥମ ମେଡାଲ୍ ଜିତିବା ପରେ ଟ୍ରୋଲ୍ ହୋଇଥିଲେ। ଏହା ହିଁ ତାଙ୍କୁ ଦ୍ୱିତୀୟ ପଦକ ଜିତିବାରେ ପ୍ରେରଣା ଦେଇଥିଲା। ସେହିପରି ପୁରୁଷ ହାଇ ଜମ୍ପରେ ରୌପ୍ୟ ଜିତିଛନ୍ତି ନିସଦ କୁମାର। ହାଇ ଜମ୍ପ T47 ବର୍ଗ ଫାଇନାଲରେ ସେ ରୌପ୍ୟ ଆଣିଛନ୍ତି। ନିସଦ ମୋଟ୍ ୨.୦୪ ମିଟର ଜମ୍ପ କରିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ବି ସେ ଜିତିଥିଲେ ସିଲଭର ମେଡାଲ୍। ବର୍ତ୍ତମାନ ସୁଦ୍ଧା ପ୍ୟାରିସ୍ ପାରା ଅଲିମ୍ପିକ୍ସରେ ଭାରତ ନିଜ ନାଁରେ ୭ଟି ପଦକ କରିଛି। ଏହା ଭିତରେ ରହିଛି ଗୋଟିଏ ସ୍ୱର୍ଣ୍ଣ ଦୁଇଟି ରୌପ୍ୟ ଓ ୪ଟି ବ୍ରୋଞ୍ଜ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!