Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୱେବ୍‌ ପୋର୍ଟାଲରେ ପାଠ ପଢ଼ିବେ +୩ ଛାତ୍ରଛାତ୍ରୀ

by ସଞ୍ଜୟ ସ୍ୱାଇଁ
July 6, 2021
in Education, State
ୱେବ୍‌ ପୋର୍ଟାଲରେ ପାଠ ପଢ଼ିବେ +୩ ଛାତ୍ରଛାତ୍ରୀ
111
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା ମହାମାରୀ କାରଣରୁ ସ୍କୁଲ କଲେଜ ବନ୍ଦ ଥିବାରୁ ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନରେ ଅସୁବିଧା ନହେବା ପାଇଁ ସରକାର ବିଭିନ୍ନ ପ୍ରକାର ବ୍ୟବସ୍ଥା କରିଛନ୍ତି। ପୂର୍ବରୁ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୟୁଟ୍ୟୁବ୍‌ରେ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଥିବା ବେଳେ ଏବେ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ୱେବ୍‌ ପୋର୍ଟାଲ ମାଧ୍ୟମରେ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ପାଇଁ ଶ୍ରେଣୀ ଗୃହରେ ଶିକ୍ଷାଦାନ ଆରମ୍ଭ ହୋଇ ପାରୁନଥିବାରୁ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ଲାଗି ୱେବ୍‌ ପୋର୍ଟାଲ ମାଧ୍ୟମରେ ରାଜ୍ୟ ସରକାର ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥାରେ ଛାତ୍ରଛାତ୍ରୀମାନେ ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରୋଜେକ୍ଟରେ ସାମିଲ ହେବେ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି କରାଯାଇଛି। ଆସନ୍ତା ୮ ତାରିଖରେ ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ପୋର୍ଟାଲକୁ ଲୋକାର୍ପଣ କରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!