Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଲିଥିଲା ବାହାଘର ଭୋଜି, ପହଞ୍ଚିଲେ ତହସିଲଦାର, ବାପ ପୁଅ ଫେରାର ସମ୍ପର୍କିୟ ଗଣିଲେ ୨୫ ହଜାର

by ସଞ୍ଜୟ ସ୍ୱାଇଁ
May 15, 2021
in Crime, Health, State
ଚାଲିଥିଲା ବାହାଘର ଭୋଜି, ପହଞ୍ଚିଲେ ତହସିଲଦାର, ବାପ ପୁଅ ଫେରାର ସମ୍ପର୍କିୟ ଗଣିଲେ ୨୫ ହଜାର
2.2k
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ଶରଣକୁଳ ଥାନା ଅନ୍ତର୍ଗତ ଗୋଲଗାଁରେ ଚାଲିଥିଲା ବାହାଘର ଭୋଜି । କୋଭିଡ ନିୟମକୁ ଅବମାନନା କରି ବହୁ ଲୋକ ସମାଗମ ହୋଇଥିଲେ । ଖବର ପାଇ ଓଡଗାଁ ତହସିଲଦାର ବିଜୟିତା ସାମନ୍ତସିଂହାର, ଅତିରିକ୍ତ ତହସିଲଦାର ନିରଞ୍ଜନ ନାୟକ ଓ ପୁଲିସ ମିଳିତ ଭାବେ ଚଢ଼ଉ କରିଥିଲେ । ଚଢ଼ଉ ଦେଖି ମନୋଜ ପାଇକାରାୟ ଓ ତାଙ୍କ ବାପା ଫେରାର ହୋଇଯାଇଥିଲେ । ଘଟଣା ଅତି ଗୁରୁତର ହେବାରୁ ସମ୍ପର୍କିୟ ରବିନ୍ଦ୍ର ଘଡେଇ ୨୫ ହଜାର ଟଙ୍କାର ଜୋରିମାନା ଦେଇଥିଲେ । ଅଧିକାରୀମାନେ ତାଗିଦ କରିବା ସହ ସବୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଆଲୋଚନାର ବିଷୟ ବସ୍ତୁ ପାଲଟିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!