ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟର ସାମ୍ବାଦିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତିକୁ ନେଇ ବାଘୁଆବାର୍ତ୍ତା ପରିବାର ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ୱାଗତ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରାଯାଇଛି । ବାଘୁଆବାର୍ତ୍ତାର ସଂପାଦକ ସଞ୍ଜୟ କୁମାର ସ୍ୱାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗଣମାଧ୍ୟମର ପରାମର୍ଶଦାତା ମାନସ ମଙ୍ଗରାଜଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।





