Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଗିରଫ

by ସଞ୍ଜୟ ସ୍ୱାଇଁ
January 21, 2021
in Crime, Nayagarh
ଲଜରେ ଯୁବକଙ୍କ ମୃତଦେହ ଉଦ୍ଧାର
450
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୂଆଗାଁ ଥାନା ଅନ୍ତର୍ଗତ କମଳାପାଟଣା ଗ୍ରାମରେ ଏକ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇଛି ସ୍ୱାମୀ ଦୟା ବେହେରା । ପାରିବାରିକ କଳହକୁ ନେଇ ସ୍ୱାମୀ ସ୍ତ୍ରୀ ମଧ୍ୟରେ ବିଭିନ୍ନ ସମୟରେ ଝଗଡ଼ା ଲାଗୁଥିଲା । ଆଜି ସ୍ତ୍ରୀ କାନ୍ତିଲତା ବେହେରାଙ୍କ ଝୁଲାନ୍ତା ମୃତ ଦେହ ଘର ଭିତରୁ ଉଦ୍ଧାର କରାଯାଇଥିଲା । ପୁଲିସ ଖବରପାଇ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସହ ତଦନ୍ତ ଆରମ୍ଭ କରିଥିଲା । କାନ୍ତିଲତାଙ୍କ ବାପା ଗଣିଆ ଅଂଚଳର ଯୁଗଳ ବେହେରା ତାଙ୍କ ଝିଅକୁ ଜ୍ୱାଇଁ ଦୟା ହତ୍ୟା କରି ଝୁଲାଇ ଦେଇଥିବା ନୂଆଗାଁ ଥାନାରେ ଅଭିଯୋଗ କରିଥିଲେ । ନୂଆଗାଁ ପୁଲିସ ଏକ ମାମଲା ରୁଜୁ କରି ଦୟାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ରମେଶ କୁମାର ଦେବତା ସୂଚନା ଦେଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!