Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀ ଛୁରାମାଡରେ ସ୍ବାମୀ ମୃତ

by ସଞ୍ଜୟ ସ୍ୱାଇଁ
June 2, 2025
in State
ସ୍ତ୍ରୀ ଛୁରାମାଡରେ ସ୍ବାମୀ ମୃତ
75
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୋବିନ୍ଦପୁରରେ ଅଭାବନୀୟ ଘଟଣା l ସ୍ତ୍ରୀର ଛୁରାମାଡରେ ସ୍ବାମୀ ମୃତ । ମୃତ ସ୍ବାମୀ ଜଣକ ହେଲେ ୩୫ ବର୍ଷୀୟ କାଳିଆ ସେଠୀ l ପରକ୍ରିୟା ପ୍ରୀତିରେ ପଡ଼ି ସ୍ତ୍ରୀ ନିଜ ସ୍ବାମୀକୁ ହତ୍ୟା କରିଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି l କାଳିଆ ସେଠୀ ଦୀର୍ଘ ୧୫ ବର୍ଷ ପୂର୍ବେ ପୋଲସରା ଡିମ୍ୱିରିଆ ଗ୍ରାମର ପୂଜା ସେଠୀକୁ ଭଲପାଇ ପ୍ରେମ ବିବାହ କରିଥିଲେ l କିଛି ଦିନ ହେଲା ପୂଜା ମୋବାଇଲରେ ଅନ୍ୟ କାହା ସହ କଥା ହେଉଥିବା ନେଇ ସ୍ବାମୀ ଜଣଙ୍କ ସନ୍ଦେହ କରିଥିଲେ । ଏହି ଘଟଣାକୁ ନେଇ ପ୍ରତ୍ୟେକ ଦିନ ଉଭୟ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଝଗଡା ଲାଗି ରହୁଥିଲା l ତେବେ ଗତକାଲି ରାତିରେ କାଳିଆ ଘରେ ଶୋଇଥିବା ବେଳେ ପୂଜା ତାଙ୍କୁ ଛୁରାମାଡ଼ କରି ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି l ଘଟଣାସ୍ଥଳରେ କବିସୂର୍ଯ୍ୟନଗର ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି l

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!