Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
June 2, 2025
in Crime, State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
67
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୃତଦେହ ଛାଡି ପଳାଇଲା ସ୍ବାମୀ । ଏପରି ଏକ ଅଭାବନୀୟ ଖବର ଆସିଛି ରାଜଧାନୀ ଭୁବନେଶ୍ବର ଅଞ୍ଚଳରୁ । ସ୍ତ୍ରୀର ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ଗୁପ୍ତେଶ୍ବର ବେହେରା ମୃତଦେହକୁ ନେଇ କ୍ୟାପିଟାଲ ହସ୍ପିଟାଲ ଯାଇଥିଲେ । ଆଉ ସେଠାରେ ମୃତଦେହକୁ ଛାଡି ପଳାଇଥିବା ଅଭିଯୋଗ ହୋଇଛି । ସୂଚନା ଥାଉକି, ରବିବାର ରାତିରେ ରାଜଧାନୀରେ ହତ୍ୟାକାଣ୍ଡ । ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା କରିଛି ସ୍ୱାମୀ । ରବିବାର ରାତିରେ କୌଣସି କାରଣ କୁ ନେଇ ସ୍ୱାମୀ ସ୍ତ୍ରୀ ମଧ୍ୟରେ ଝଗଡା ହୋଇଥିଲା । ପରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ହତ୍ୟା ପରେ ସ୍ତ୍ରୀ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲା ସ୍ୱାମୀ । ହସ୍ପିଟାଲରେ ଛାଡି ଛୁ ମାରିଥିବା ଅଭିଯୋଗ । ଘଟଣା ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!