Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା, ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

by ସଞ୍ଜୟ ସ୍ୱାଇଁ
February 28, 2025
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
36
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା । ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଦିପ୍ତୀରଞ୍ଜନ ଜେନାଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ପୂର୍ବରୁ ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ଗୁରୁଡ଼ିଝାଟିଆ ପୋଲିସ । ଖବର ଅନୁଯାୟୀ, ଗତ ୧୬ ତାରିଖରେ ଗୁରୁଡ଼ିଝାଟିଆ ଥାନା ଓରିଙ୍ଗାବାଡ଼ି ଗାଁର ଦୁଇ ଗୋଷ୍ଠୀ ଗଣ୍ଡଗୋଳ ଘଟଣାରେ ଯୁବକ ବିକ୍ରମ ଜେରାଇଙ୍କ ମୃତ୍ୟୁ ଘଟିଥିଲା ।ସାମାନ୍ୟ ବଚସାରୁ ଆଦିବାସୀ ଯୁବକଙ୍କ ଅତି ନିର୍ମମ ଭାବେ ହତ୍ୟାକାଣ୍ଡ କରାଯାଇଥିଲା । ଏପିରିକି ନିଜ ସ୍ତ୍ରୀ ଆଗରେ ସ୍ୱାମୀଙ୍କ ପିଟି ପିଟି ହତ୍ୟା କରିଥିଲେ ଅଭିଯୁକ୍ତ । ପରିବାର ପକ୍ଷରୁ ନ୍ୟାୟ ଏବଂ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନାରେ ଆଗରେ ମୃତଦେହ ରଖି ଧାରଣା ଦେଇଥିଲେ ଆଦିବାସୀ ସଂଘ । ଏହାପରେ ପୋଲିସ ଘଟଣାର ତଦନ୍ତ କରି ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ । ହେଲେ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଫେରାର ଥିଲେ । ଆଉ ଏବେ ଘଟଣାର ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ମୋଟ ୫ଜଣଙ୍କୁ ଗିରଫ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!