Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫ୍ରିଜରୁ ମହିଳାଙ୍କ କଟା ଶରୀର ମିଳିବା ଘଟଣା, ପୁଲିସ ଚିହ୍ନଟ କଲା ସନ୍ଦିଗ୍ଧକୁ

by ସଞ୍ଜୟ ସ୍ୱାଇଁ
September 23, 2024
in Crime, NATIONAL NEWS
ଫ୍ରିଜରୁ ମହିଳାଙ୍କ କଟା ଶରୀର ମିଳିବା ଘଟଣା, ପୁଲିସ ଚିହ୍ନଟ କଲା ସନ୍ଦିଗ୍ଧକୁ
108
VIEWS
Share on FacebookShare on Twitter

କର୍ଣ୍ଣାଟକ, (ବାଘୁଆବାର୍ତ୍ତା): ଫ୍ରିଜରୁ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରିଛି ପୁଲିସ। ଏନେଇ କର୍ଣ୍ଣାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର ସୂଚନା ଦେଇଛନ୍ତି। ସନ୍ଦିଗ୍ଧ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ସେପ୍ଟେମ୍ବର ୨୧ରେ ବେଙ୍ଗାଲୁରର ଏକ ଫ୍ଲାଟରେ ଥିବା ରେଫ୍ରିଜେରେଟରରୁ ୩୦ ଖଣ୍ଡ କଟା ଶରୀର ମିଳିଥିଲା। ପରବର୍ତ୍ତୀ ସମୟରେ ଏହା ଜଣେ ୨୯ ବର୍ଷୀୟ ମହିଳା ମହାଲକ୍ଷ୍ମୀଙ୍କର ବୋଲି ଜଣାପଡିଥିଲା। ତେବେ କିଏ ତାଙ୍କୁ ହତ୍ୟା କରିଛି ସେନେଇ ତଦନ୍ତ ଚାଲି ଥିବାବେଳେ କର୍ଣ୍ଣାଟକ ପୁଲିସ ପଶ୍ଚିମବଙ୍ଗର ଜଣେ ସନ୍ଦିଗ୍ଧ ଅଶରଫକୁ ଚିହ୍ନଟ କରିଛି। ଖୁବ୍ ଶୀଘ୍ର ତାଙ୍କୁ ଧରିବା ପାଇଁ ପୁଲିସ ଚେଷ୍ଟା ଚଳାଇଥିବା କର୍ଣ୍ଣାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି। ସୂଚନା ଅନୁସାରେ, ମୃତ ମହିଳା ଜଣକ ବିବାହିତ। କିନ୍ତୁ ତାଙ୍କ ସ୍ୱାମୀଙ୍କଠାରୁ ଅଲଗା ରହୁଥିଲେ। ସେ ବେଙ୍ଗାଲୁରୁର ଏକ ମଲରେ କାମ କରୁଥିଲେ। ଘଟଣା ବାବଦରେ ଜାଣିବା ପରେ ତାଙ୍କ ସ୍ୱାମୀ ଆପାର୍ଟମେଣ୍ଟରେ ପହଞ୍ଚିଥିଲେ। ତେବେ ତାଙ୍କୁ କିଏ ଏବଂ କାହିଁକି ମାରିଲା, ସେନେଇ ତଦନ୍ତ ଚଳାଇଛି ପୁଲିସ। ତଦନ୍ତ ପରେ ରହସ୍ୟ ଉପରୁ ପରଦା ହଟିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!