Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରକ୍ରିୟାପ୍ରୀତିକୁ ନେଇ ଅଭିଯୁକ୍ତକୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ

by ସଞ୍ଜୟ ସ୍ୱାଇଁ
June 28, 2021
in Feature News, State
ପରକ୍ରିୟାପ୍ରୀତିକୁ ନେଇ ଅଭିଯୁକ୍ତକୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ
316
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ପରକ୍ରିୟା ପ୍ରୀତି କରୁଥିଲେ । ଧରା ପଡିବାରୁ ବିଦ୍ୟୁତ୍ ଖୁଣ୍ଟରେ ବନ୍ଧା ହେଲେ । ଏଭଳି ଘଟଣା ଘଟିଛି ରେମୁଣା ଥାନା ଅଞ୍ଚଳରେ । ସୂଚନାନୁସାରେ, ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅନ୍ତର୍ଗତ ରସଲପୁର ଗାଁରେ ଗତକାଲି ବିଳମ୍ବିତ ରାତିରେ ଅନ୍ୟ ଏକ ଗାଁରୁ ଟିକନ ଦଳେଇ ନାମକ ଜଣେ ବିବାହିତ ପୁରୁଷ ଜଣଙ୍କ ଜଣେ ମହିଳାଙ୍କ ଘରେ ପସିଥିଲା । ମହିଳାଙ୍କ ସ୍ୱାମୀ ଘରେ ନଥିବା ବେଳେ ଟିକନ ଦଳେଇ ଘରେ ପସିଥିଲା । ଏଠାକୁ ଆସିଛ ବୋଲି କହିବାରୁ ପୂର୍ବ ସଂପର୍କକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ପଚାରିବା ପରେ ସେଠାରୁ ରାଗି ପଳାଇ ଯାଇଥିଲା ଟିକନ । ରାତିରେ ସ୍ୱାମୀ ବାହାରକୁ ଉଠି ଦେଖିଲା ପରେ ଉଭୟଙ୍କ ମଧ୍ୟ ବଚସା ହୋଇ ମାରପିଟ୍ ହୋଇଥିଲା । ଶେଷରେ ରାତି ୩ଟା ପରେ ଟିକନ ଦଳେଇ ମହିଳାଙ୍କ ପରିବାର ଲୋକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଥିଲେ । ତେବେ ଟିକନ ଦଳେଇ ଉକ୍ତ ମହିଳାଙ୍କୁ ଏକ ତରଫା ଭଲପାଉଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!