Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ମହିଳା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
March 8, 2021
in Feature News, Nayagarh
ଜାତୀୟ ମହିଳା ଦିବସ ପାଳିତ
362
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ରୋଟାରୀ କ୍ଲବ ନୟାଗଡ଼ର ମିଳିତ ଆଲୁକୂଲ୍ୟରେ ଆଜି ଅପରାହ୍ନ ସମୟରେ ରୋଟାରୀ କ୍ଲବ ପରିସରରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଜଜ୍ ରୂପଶ୍ରୀ ଚୈଧୁରୀ,  ପରିବାର ଅଦାଲତ ଜଜ ପ୍ରଶାନ୍ତ କୁମାର ମିଶ୍ର, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ରଞ୍ଜୁଲତା ଲେଙ୍କା, ମହିଳା ବିଚାରପତି ବର୍ଣ୍ଣାଳି ତ୍ରିପାଠୀ, ରେଜିଷ୍ଟାର ଚିତ୍ତରଂଜନ ମିଶ୍ର, ସବଜଜ୍ ଅମିତାଭ ପଣ୍ଡା, ଅତିରିକ୍ତ ଜିଲ୍ଲା ଜଜ୍ ଇତିଶ୍ରୀ ମହାପାତ୍ରଙ୍କ ସମେତ ବହୁ ବିଚାର ବିଭାଗୀୟ ଅଧିକାରୀ ଓ ରୋଟାରୀ କ୍ଲବର ଅଧ୍ୟକ୍ଷ ନିରୁପମା ପଟ୍ଟନାୟକ, ବାର ଆଇନଜିବୀ ରଂଜିତ୍ ଦାସଙ୍କ ସମେତ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଯୋଗ ଦେଇ ଉକ୍ତ ମହିଳା ଦିବସର ଲକ୍ଷ, ଉଦ୍ଦେଶ୍ୟ ଓ ଏହାରୀ ଉପକାରିତା ଉପରେ ଆଲୋଚନା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୧୦୦ରୁ ଉର୍ଦ୍ଧ ମହିଳା ଯୋଗ ଦେଇ ନିଜ ନିଜର ମୌଳିକ ଅଧିକାର, ଦାୟୀତ୍ୱ, କର୍ତ୍ତବ୍ୟ ଏବଂ ସରକାରଙ୍କ ଦ୍ୱାରା ପ୍ରଣିତ ବହୁ ଆଇନ ବ୍ୟବସ୍ଥା ସଂପର୍କରେ ଜାଣିବାକୁ ପାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!