Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ହାତ ଧୁଆ ଦିବସ ପାଇଁ ଆୟୋଜିତ ହେଉଛି ଦସ୍ତଖତ ଅଭିଯାନ

by ସଞ୍ଜୟ ସ୍ୱାଇଁ
October 11, 2021
in State
ବିଶ୍ୱ ହାତ ଧୁଆ ଦିବସ ପାଇଁ ଆୟୋଜିତ ହେଉଛି ଦସ୍ତଖତ ଅଭିଯାନ
75
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବିଶ୍ୱ ହାତ ଧୁଆ ଦିବସ ପାଇଁ ଆୟୋଜିତ ହେଉଛି ଦସ୍ତଖତ ଅଭିଯାନ । ୱାଟରଏଡ଼ ଇଣ୍ଡିଆ ପକ୍ଷରୁ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ସପ୍ତାହ ବ୍ୟାପୀ କାର୍ୟ୍ୟକ୍ରମ ଆୟୋଜିତ ହେଉଛି । ଭଦ୍ରକ ସ୍ୱୟଂ ଶାସିତ କଲେଜ ପରିସରରେ ହାତଧୁଆର ଉପଯୋଗୀତା ନେଇ ଦସ୍ତଖତ ଅଭିଯାନ ଆୟୋଜିତ ହୋଇଛି । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ, ମହିଳା ଜଳ ଫୋରମ ଓ ପଂଚାୟତ ପ୍ରତିନିଧିଙ୍କ ସହ ଏହି ସପ୍ତାହ ବ୍ୟାପୀ ଅଭିଯାନ ଚାଲିଛି । ବିଶୁଦ୍ଧ ଜଳ ଉପଯୁକ୍ତ ଶୌଚାଳୟ ଓ ସ୍ୱଚ୍ଛତାକୁ ନେଇ ୱାଟରଏଡ଼ ସଚେତନ କରୁଛି । ଏହି ଅଭିଯାନରେ ଛାତ୍ରଛାତ୍ରୀଙ୍କୁ ସାମିଲ କରି ସଚେତନତା କରିବା ଓ ଦିନର ଗୁରୁତ୍ୱପୂର୍ଣ୍ଣ ସମୟରେ ହାତ ଧୋଇବା ଶିକ୍ଷା ଓ ଉତ୍ସାହିତ ପାଇଁ ୱାଟରଏଡ଼ ଏହି ଅଭିଯାନ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!