Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀ ଓ ଜିଲ୍ଲାପାଳ ଅବକାରୀ କର୍ମଚାରୀଙ୍କ ଗହଣରେ ପାଳିଲେ ବିଶ୍ଵ ପରିବେଶ ଦିବସ

by ସଞ୍ଜୟ ସ୍ୱାଇଁ
June 5, 2025
in State
ମନ୍ତ୍ରୀ ଓ ଜିଲ୍ଲାପାଳ ଅବକାରୀ କର୍ମଚାରୀଙ୍କ ଗହଣରେ ପାଳିଲେ ବିଶ୍ଵ ପରିବେଶ ଦିବସ
39
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଅବକାରୀ ବିଭାଗ ଦ୍ଵାରା ବିଶ୍ଵ ପରିବେଶ ଦିବସ ସଂଯୁକ୍ତ ରାଷ୍ଟ୍ର ସଂଘ ଦ୍ୱାରା ଚଳିତ ବର୍ଷ ପାଇଁ ନିର୍ଧାରିତ ବିଷୟବସ୍ତୁ ” ପ୍ଲାଷ୍ଟିକ ପ୍ରଦୂଷଣର ସମାପ୍ତି” କୁ ଧ୍ୟାନରେ ରଖି ଧାମନଗର ଆଦର୍ଶ ଅବକାରୀ କାର୍ଯ୍ୟାଳୟଠାରେ ପାଳନ କରାଗଲା। ମାନନୀୟ କ୍ରୀଡା, ଉଚ୍ଚଶିକ୍ଷା ଏବଂ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତିର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ମାନନୀୟ ଜିଲ୍ଲାପାଳ, ଭଦ୍ରକ ଶ୍ରୀ ଦିଲିପ ରାଉତରାୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇ, ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ପାଇଁ ସଚେତନତା ବାର୍ତ୍ତା ପ୍ରଦାନ କଲେ।

ଏହି କାର୍ଯ୍ୟକ୍ରମରେ ଧାମନଗର ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ବନବିହାରୀ ଡିଂଡା, ପୋଲିସ ଥାନା ଭାରାପ୍ରାପ୍ତ ନିରୀକ୍ଷକ ଶ୍ରୀ ଗୋପାଳ ଜେନା, ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ର, ଉପ ଅଧିକ୍ଷୀକା ସୁଚରିତା ମିଶ୍ରଙ୍କ ସମେତ ଅନ୍ୟାନ୍ୟ ବ୍ଲକ ଓ ଜିଲ୍ଲା ସ୍ତରିୟ ଅଧିକାରୀ ଏବଂ ଭଦ୍ରକ ଅବକାରୀ ବିଭାଗର ସଂପୂର୍ଣ୍ଣ ଅଧିକାରୀ ଓ କର୍ମଚାରୀ ଯୋଗଦାନ କରିଥିଲେ। ଏହି ଅବସରରେ ମାନନୀୟ ମନ୍ତ୍ରୀ ଏବଂ ଜିଲ୍ଲାପାଳ ମହୋଦୟ ଆମ ସଂକଳ୍ପ ସଚେତନତା ରଥର ଶୁଭାରମ୍ଭ ମଧ୍ୟ କଲେ। ଏହି ସଚେତନତା ରଥ ଧାମନଗର ବ୍ଲକର ସମସ୍ତ ଗ୍ରାମର କୋଣ ଅନୁକୋଣରେ ” ଆମ ସଂକଳ୍ପ, ନିଶା ନୁହେଁ, ଜୀବନ” କୁ ପ୍ରସାରିତ କରିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!