Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୱାର୍ଲ୍ଡ ସ୍କିଲ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 5, 2021
in Education, State
ୱାର୍ଲ୍ଡ ସ୍କିଲ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
106
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶା ଦେଖିଲା ପ୍ରଥମ ବିଶ୍ୱ ଦକ୍ଷତା କେନ୍ଦ୍ର । ଏହାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ଜିଆଇଏଫଟିଏସ ଦକ୍ଷିଣ କୋରିଆ ମଡେଲରେ ନିର୍ମିତ ହୋଇଛି । ଏହା ଭୁବନେଶ୍ୱର ଶିଳ୍ପାଞ୍ଚଳରେ ପ୍ରତିଷ୍ଠା କରାଯାଇଛି । ଏହାକୁ ଆଜି ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । ଏହାଦ୍ୱରା ସର୍ବଭାରତୀୟ ସ୍ତରରେ ନିଯୁକ୍ତି ସୃଷ୍ଟି ହେବ । ଯୁବକ-ଯୁବତୀମାନଙ୍କୁ ଆଗୁଆ ଦକ୍ଷତା ତାଲିମ ପ୍ରଦାନ କରିବାରେ ସହାୟକ ହେବ । ବିଶ୍ୱ ସ୍ତରରୀୟ ପ୍ରତିଯୋଗୀତା ପାଇଁ ଏଠାରେ ଦକ୍ଷତା ପ୍ରଦାନ କରାଯିବ । ୧୩୪୨କୋଟି ଟଙ୍କା ଅନୁଦାନରେ ନିର୍ମିତ ହୋଇଛି ବିଶ୍ୱ ଦକ୍ଷତା କେନ୍ଦ୍ର । ଓଡ଼ିଶା ସ୍କିଲ ଡେଭେଲମେଣ୍ଟ ପ୍ରୋଜେକ୍ଟ ଅଧିନରେ ନିର୍ମିତ ହୋଇଛି । ରାଜ୍ୟ ସ୍କିଲ ଭିଜନ-୨୦୩୦ ସୃଷ୍ଟି କରିବ ଦକ୍ଷତା କେନ୍ଦ୍ର । ଉକ୍ତ ଉଦଘାଟନୀ ସମାରୋହରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ଓଡ଼ିଶା ଦକ୍ଷତା ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚୀ ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!