Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଉ କିଛି ଘଣ୍ଟା ବିଳମ୍ବରେ ଲ୍ୟାଣ୍ଡଫଲ୍ କରିବ ୟଶ

by ସଞ୍ଜୟ ସ୍ୱାଇଁ
May 26, 2021
in Breaking, State
ପବନର ବେଗ ବଢୁଛି: ସକାଳେ ଲ୍ୟାଣ୍ଡଫଲ୍ କରିବ ‘ୟଶ’
164
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର । ବିଳମ୍ବରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ବାତ୍ୟା ୟଶ । ଏନଇ ଏସଆରସି ପକ୍ଷରୁ ସୂଚନା ଜାରି କରାଯାଇଛି । ସୂଚନାନୁସାରେ, ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ୟଶ ଆଜି ସକାଳୁ ଧାମରା ଓ ଚାନ୍ଦବାଲି ମଧ୍ୟରେ ଲ୍ୟାଣ୍ଡଫଲ କରିବା ଥିଲା । ଏଥିରେ ସାମାନ୍ୟ ବିଳମ୍ବ ଏବ ଲ୍ୟାଣ୍ଡଫଲର ସାମାନ୍ୟ ସ୍ଥାନ ପରିବର୍ତ୍ତନ ହେବା ନେଇ ସୂଚନା ଦିଆଯାଇଛି । ଘଣ୍ଟାପ୍ରତି ୧୨କି.ମି ବେଗରେ ଆଗଉଛି ବାତ୍ୟା ୟଶ । ବର୍ତ୍ତାମନର ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ୧୦ଟା ର ୧୧ଟା ଭିତରେ ବାସୁଦେବପୁର-ବାହାନଗା ମଧ୍ୟରେ ବାତ୍ୟା ୟଶ ଲ୍ୟାଣ୍ଡଫଲ କରିବା ନେଇ ସମ୍ଭାବନା ଦେଖାଦେଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!