Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ‘ୟସ’ ପାଇଁ ୫ ଆଇଏଏସଙ୍କୁ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
May 24, 2021
in Literature, State
ବାତ୍ୟା ‘ୟସ’ ପାଇଁ ୫ ଆଇଏଏସଙ୍କୁ ଦାୟିତ୍ୱ
174
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମାଡି ଆସୁଛି ବାତ୍ୟା ‘ୟସ’ । କରୋନା ମହାମାରୀ ଭିତରେ ବାତ୍ୟା ମୁକାବିଲା ପାଇଁ ସରକାରୀ ସ୍ତରରେ ତତ୍ପରତା ଦେଖିବାକୁ ମିଳିଛି । ଓଡିଶାର ୫ଟି ଜିଲ୍ଲା ‘ୟସ’ ପ୍ରକୋପରେ ସର୍ବାଧିକ ପ୍ରଭାବିତ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ପବନ ମାଡ ହେବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଓ ବାତ୍ୟାର ସମ୍ଭାବ୍ୟ ଗତିପଥ ଚିତ୍ରରୁ ଏଭଳି ଆଶଙ୍କା କରାଯାଉଛି । ଏହା ମୁକାବିଲା ପାଇ ରାଜ୍ୟ ସରକାର ୫ଜଣ ବରିଷ୍ଠ ଆଇଏଏସଙ୍କୁ ୫ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ପ୍ରସ୍ତୁତି ଓ ରିଲିଫ ତଦାରଖ ଦାୟିତ୍ୱ ବଣ୍ଟନ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ରାଜ୍ୟରେ ‘ୟସ’ ବାତ୍ୟାର ମୁକାବିଲା ନେଇ ୫ ବରିଷ୍ଠ ଆଇଏଏସଙ୍କୁ ୫ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ସମସ୍ତ ପ୍ରଶାସନିକ ଅଧିକାରୀ ପ୍ରସ୍ତୁତି ଓ ରିଲିଫ କାର୍ଯ୍ୟ ତଦାରଖ କରିବେ । ତେବେ କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ପାଇଁ ଶାଶ୍ୱତ ମିଶ୍ର, ଭଦ୍ରକ ଜିଲ୍ଲା ପାଇଁ ଭଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଳ ଦେବ, ମୟୁରଭଞ୍ଜ ଜିଲ୍ଲା ପାଇଁ ସୁରେଶ ବଶିଷ୍ଟଙ୍କୁ ଦାୟିତ୍ୱ ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!