Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଭିଜିବ ଓଡ଼ିଶା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

by ସଞ୍ଜୟ ସ୍ୱାଇଁ
July 3, 2023
in Feature News
ଆଜିଠୁ ଭିଜିବ ଓଡ଼ିଶା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
221
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ ପୁଣି ଭିଜିବ ଓଡ଼ିଶା । ଚାରି ଦିନ ଯାଏ ବର୍ଷିବ । ପ୍ରବଳ ବର୍ଷା ନେଇ ଆଜି ପାଇଁ ୭ ଜିଲ୍ଲା କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଚି ପାଣିପାଗ ବିଭାଗ । ଆସନ୍ତାକାଲି ବଢ଼ିବ ବର୍ଷା ବିସ୍ତୃତି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ତାରିଖରେ ୧୫ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଏହାର ପ୍ରଭାବରେ ବର୍ଷା ପରିମାଣ ବଢ଼ିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!