Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମରି ବି ଅମର ହୋଇଯାଇଛନ୍ତି ‘ଦିଲ୍ଲୀ’

by ସଞ୍ଜୟ ସ୍ୱାଇଁ
May 13, 2025
in State
ମରି ବି ଅମର ହୋଇଯାଇଛନ୍ତି ‘ଦିଲ୍ଲୀ’
53
VIEWS
Share on FacebookShare on Twitter

ରାୟଗଡା, (ବାଘୁଆବାର୍ତ୍ତା): ଦୁର୍ଘଟଣାରେ ମୃତ ଯୁବକଙ୍କ ଅଙ୍ଗଦାନ କଲେ ପରିବାର । ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ୍ ଗେଡା ଗାଁର ଦିଲ୍ଲୀ ମାଣ୍ଡାଙ୍ଗୀ ଦୁର୍ଘଟଣାରେ ଗୁରୁତର ହୋଇଥିଲେ । ତାଙ୍କୁ ଆନ୍ଧ୍ର ଶ୍ରୀକାକୁଲମ୍ GEMS ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ତେବେ ସେଠାରୁ ଡାକ୍ତର ତାଙ୍କର ବ୍ରେନ ଡେଡ୍ ଘୋଷଣା କରିଥିଲେ ଡାକ୍ତର । ମୃତ୍ୟୁ ହୋଇଥିବା ଜାଣିବା ପରେ ବାପା ସତ୍ୟ ମାଣ୍ଡାଙ୍ଗୀ ତାଙ୍କ ପୁଅର ଅଙ୍ଗଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ପରେ ତାଙ୍କ ଶରୀରରୁ ଦୁଇଟି କିଡିନୀ, ଫୁସଫୁସ, ଲିଭର ବାହାର କରାଯାଇ ୬ ଜଣ ରୋଗୀଙ୍କ ଠାରେ ପ୍ରତ୍ୟାରୋପଣ କରାଯାଇଥିଲା । ଆନ୍ଧ୍ର ସରକାର ଶ୍ରୀକାକୁଲମ୍ ଠାରେ ଗ୍ରୀନ୍ କରିଡର କରି ଏୟେରାଲିଫଟ କରିବାର ବ୍ୟବସ୍ଥା କରି ଅର୍ଗାନ ଗୁଡ଼ିକୁ ବିଶାଖପାଟଣା କିମ୍ସ ମେଡିକାଲକୁ ପଠାଇଥିଲେ । ମେଡିକାଲ କର୍ତ୍ତୃପକ୍ଷଙ୍କ ସହାୟତାରେ ମର ଶରୀର ଆଜି ରେଗେଡା ଗ୍ରାମରେ ପହଞ୍ଚିଥିଲା । ଗୁଣୁପୁର ବିଧାୟକ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଏହି ମହତ କାର୍ଯ୍ୟପାଇଁ ପ୍ରଶଂସା କରିଥିଲେ । ମୃତ ଦିଲ୍ଲୀ ପାଲକା ଓ ଦୁଇଜଣ ବନ୍ଧୁ ମିଶି ବାଇକ୍ ଯୋଗେ ଗଜପତୀ ଜିଲ୍ଲା ରଶିଆଳି ଅଭିମୁଖେ ଯାଉଥିବାବେଳେ ଗତ ୭ ତାରିଖ ଦିନ ଘଟିଥିଲା ଦୁର୍ଘଟଣା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!