Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୱେଷ୍ଟଇଣ୍ଡିଜ ପରେ ବିଶ୍ୱକପରୁ ବାଦ ପଡିଲା ଜିମ୍ବାୱେ

by ସଞ୍ଜୟ ସ୍ୱାଇଁ
July 4, 2023
in Sports, WORLD
ୱେଷ୍ଟଇଣ୍ଡିଜ ପରେ ବିଶ୍ୱକପରୁ ବାଦ ପଡିଲା ଜିମ୍ବାୱେ
225
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ୨୦୨୩ ବିଶ୍ୱକପ କ୍ୱାଲିଫାୟର ମ୍ୟାଚରେ ସ୍କଟଲ୍ୟାଣ୍ଡ ଠାରୁ ଜିମ୍ବାୱେ ପରାଜିତ ହୋଇଛି । ଏହି ପରାଜୟ ପରେ ଜିମ୍ବାୱେ ଟିମ୍ ପାଇଁ ୨୦୨୩ ବିଶ୍ୱକପ ଖେଳିବା ସ୍ୱପ୍ନ ପାଲଟି ଯାଇଛି । ଆଜିର କ୍ୱାଲିଫାୟର ମ୍ୟାଚରେ ସ୍କଟଲ୍ୟାଣ୍ଡ ଜିମ୍ବାୱେକୁ ୩୧ ରନରେ ପରାଜିତ କରିଛି । ଆଜି ଜିମ୍ବାୱେକୁ ପରାଜିତ କରିବା ପରେ ସ୍କଟଲ୍ୟାଣ୍ଡ ଚତୁର୍ଥ ଥର ପାଇଁ ବିଶ୍ୱକପ ଖେଳିବାର ସୁଯୋଗ ପାଇଛି । ଆଜିର ମ୍ୟାଚରେ ସ୍କଟଲ୍ୟାଣ୍ଡ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୨୩୪ ରନ କରିଥିଲା । ହେଲେ ଜିମ୍ବାୱେ ଏହା ପୂର୍ବ କ୍ୱାଲିଫାୟର ମ୍ୟାଚରେ ଯେଭଳି ପ୍ରଦର୍ଶନ କରୁଥିଲା ସେହି ତୁଳନାରେ ଆଜି ୨୩୪ ରନ କରିବା ଅତି ସହଜ ମନେ ହେଉଥିଲା । ହେଲେ ଜିମ୍ବାୱେ ଟିମ୍ ପୂରା ୪୧.୧ ଓଭର ଖେଳି ୨୦୩ ରନ କରିବା ସହ ଅଲ ଆଉଟ ହୋଇଯାଇଥିଲା ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!